pr

କୋଭିଡ ଯୋଦ୍ଧା ଫାର୍ମାସିଷ୍ଟ ଦିବାକର ପରିଡ଼ାଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାର୍ଡ ଅଫ୍‌ ଅନର୍‌

dr. purohit

ବଲାଙ୍ଗିର, (କେପିଏନ୍‌ଏସ୍‌) : କୋଭିଡ ଯୋଦ୍ଧା ଚୁଡ଼ାପାଲି ସିଏଚ୍‌ସିର ଫାର୍ମାସିଷ୍ଟ ଦିବାକର ପରିଡ଼ା(୫୪)ଙ୍କ କୋଭିଡ଼ ସଂକ୍ରମଣରେ ଗତ ବିଳମ୍ବିତ ରାତିରେ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଥିବା ବେଳେ ଆଜି ପୂର୍ବାହ୍ନରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଏସ୍‌ପି ନୀତିନ କୁଶଲକରଙ୍କ ସହ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ଉପସ୍ଥିତିରେ ତାଙ୍କୁ ଶେଷ ସମ୍ମାନ ପ୍ରଦାନ କରାଯିବା ସହ ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଛି ।

nrusinghnath
Leave A Reply

Your email address will not be published.