om academy

ବରଗଡ଼ରେ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କୁ ସମ୍ମାନିତ କଲା ଜନକଲ୍ୟାଣ ସେବା ଟ୍ରଷ୍ଟ

jsm

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଓଡିଶା ସରକାରଙ୍କ କ୍ୟାବିନେଟ୍ ମନ୍ତ୍ରୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେର ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା ।

Leave A Reply

Your email address will not be published.