om academy

ଓଡ଼ିଶାର ୪ ପୋଲିସ ଅଧିକାରୀ ସ୍ୱାଧୀନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ

jsm

ଭୁବନେଶ୍ୱର : ଓଡ଼ିଶାର ୪ ପୋଲିସ ଅଧିକାରୀ ସ୍ୱାଧୀନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ । ଓଡ଼ିଶାରୁ ୪ଜଣ ପୋଲିସ ଅଧିକାରୀଙ୍କୁ ଏହି ଅବସରରେ ମିଳିବ ଉତ୍କର୍ଷ ସେବା ପଦକ । ରାଜ୍ୟର ୨ ଇନ୍ସପେକ୍ଟର ଓ ୨ସବ୍ ଇନ୍ସପେକ୍ଟରଙ୍କୁ ସମ୍ମାନୀତ କରାଯିବ । ଇନସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଓ ଦେବେନ୍ଦ୍ର ବିଶ୍ୱାଳ ଏବଂ ଏସଆଇ ତୃପ୍ତିରଞ୍ଜନ ନାୟକ ଓ ଶ୍ରୀକାନ୍ତ ସାହୁଙ୍କୁ ମିଳିବ ଉତ୍କର୍ଷ ସେବା ପଦକ । ତେବେ ସାରା ଦେଶରେ ୧୫୨ ପୋଲିସ ଅଧିକାରୀଙ୍କୁ ତଦନ୍ତ କ୍ଷେତ୍ରରେ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବାକୁ ଥିବା ବେଳେ ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ୪ ଜଣ ରହିଛନ୍ତି ।

Leave A Reply

Your email address will not be published.