mahavir

ବିଜେପିର ସାମ୍ୱାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ରାଉରକେଲାର ପାନପୋଷ ସ୍ଥିତ ବ୍ରାହ୍ମଣୀ କ୍ଲବ ଠାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିପକ୍ଷରେ ବିରୋଧୀ ଦଳଙ୍କ ଅସହଯୋଗ ବିରୁଦ୍ଧରେ- ଆକ୍ରୋଶ ଉପରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହେଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର, ମାନ୍ୟବର ବାଂଗ୍ରିପୋଷି ବିଧାୟିକା ସଂଜଳି ମୁର୍ମୁ, ଜିଲ୍ଲା ସଭାନେତ୍ରୀ ପୂର୍ଣ୍ଣିମା କେରକେଟା, ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ଲତିକା ପଟ୍ଟନାୟକ, ରାଜ୍ୟ ଅଳ୍ପ ସଂଖ୍ୟକ ମୋର୍ଚ୍ଚା ସଭାପତି ଗୁରିନ୍ଦର ସିଂ, ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ କମିଶନର ସଦସ୍ୟା କଳ୍ପନା ଲେଙ୍କା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରମିଳା ଦାସ, ଜିଲ୍ଲା ମୁଖପତ୍ର ଗଙ୍ଗାଧର ଦାଶ ପ୍ରମୁଖ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.