pakka

ପଞ୍ଚଭୂତରେ ଲୀନ ହେଲେ ସହିଦ ଦେବାଶିଷ ବିଶ୍ୱାଳ, ଗାଁ ମଶାଣିରେ ଶେଷକୃତ୍ୟ ସଂପନ୍ନ

bbehera

ଭୁବନେଶ୍ୱର/ସାକ୍ଷୀଗୋପାଳ : ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଯବାନ ଦେବାଶିଷ ବିଶ୍ୱାଳଙ୍କ ଶନିବାର ଅପରାହ୍ନ ସାଢ଼େ ୨ଟାରେ ଶେଷକୃତ୍ୟ ସଂପନ୍ନ ହୋଇଛନ୍ତି । ପରିବାର ଲୋକ, ବନ୍ଧୁବାନ୍ଧବ, ସ୍ଥାନୀୟ ଜନତା, ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ, ସେନା ଅଧିକାରୀ ଓ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ତଥା କର୍ମଚାରୀଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳର ଖଣ୍ଡାୟତସାହିରେ ଦେବାଶିଷଙ୍କ ଶେଷକୃତ୍ୟ ଗାଁ ମଶାଣିରେ ସଂପନ୍ନ ହୋଇଛି । ମରଶରୀରରେ ସାନଭାଇ ଦେବୀ ପ୍ରସାଦ ବିଶ୍ୱାଳ ମୁଖାଗ୍ନି ଦେଇଛନ୍ତି ।

jay balangir
Leave A Reply

Your email address will not be published.

5 × three =

error: Content is protected !!