centurian jitm

ଆଉ ନାହାନ୍ତି ବର୍ଷୀୟାନ ପାଲା ଗାୟକ ସମ୍ରାଟ୍ ପ୍ରହ୍ଲାଦ ସାହୁ

nschool

ଖୋର୍ଦ୍ଧା : ବର୍ଷୀୟାନ ପାଲା ଗାୟକ ସମ୍ରାଟ୍ ପ୍ରହ୍ଲାଦ ସାହୁ ଆଉ ନାହାନ୍ତି । ଆଜି ଖୋର୍ଦ୍ଧା ସାରୁଅ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । କୋଭିଡ୍ ଗାଇଡ୍ ଲାଇନ ଭିତରେ ଗାଁ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ତାଙ୍କ ପରଲୋକରେ ପାଲା ଜଗତରେ ଏକ ଯୁଗର ଅବସାନ ଘଟିଛି ।

Leave A Reply

Your email address will not be published.