ସ୍ତ୍ରୀର ଛୁରାମାଡ଼ରେ ସ୍ୱାମୀ ମୃତ ଓଡିଶା By Koshala Prabaha On Monday 2nd June 2025, 12:46 pm Share ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୋବିନ୍ଦପୁର ଗାଁରେ ଅଭାବନୀୟ ଘଟଣା । ସ୍ତ୍ରୀର ଛୁରାମାଡ଼ରେ ସ୍ୱାମୀଙ୍କର ମୃତ୍ୟୁ ହୋଇଛି । ମୃତ ସ୍ୱାମୀଙ୍କ ବୟସ ୩୫ ଏବଂ ତାଙ୍କ ନାମ କାଳିଆ ସେଠୀ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି । bramhapur news