pakka

ମାରଣାସ୍ତ୍ରରେ ଯୁବକଙ୍କୁ ହତ୍ୟା ସନ୍ଦେହ

bbehera

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବାଲ୍ୟାସରା-ଷଣ୍ଢମରା ରାସ୍ତାରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ମାରଣାସ୍ତ୍ରରେ ଆକ୍ରମଣ କରିବା ପରେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ବାଲ୍ୟାସରା ଗାଁର ଗଣେଶ ନାହାକ ବୋଲି ସୂଚନା ମିଳିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.

one × 5 =