jayashree

ଦେଓଗାଁ ଭୀମପାହାଡ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା

ଦେଓଗାଁ, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକର ପର୍ଯ୍ୟଟନସ୍ଥଳୀ ଭୀମପାହାଡଠାରେ ଚାଲିଥିବା ନବମ ଭୀମପାହାଡ ମହୋତ୍ସବ ଗୁରୁବାର ଦିନ ଥିଲା ଦ୍ୱିତୀୟ ସନ୍ଧ୍ୟା । ଏହି ସନ୍ଧ୍ୟାରେ ରବୀନ୍ଦ୍ର ସାହୁଙ୍କ ଅଭୀନିତ ରାବଣ ଦରବାର ମଞ୍ଚସ୍ଥ ହୋଇଥିଲା । ଏଥିରେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗ ଦେଇଥିଲେ । ସଭା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଳମ୍ବିତ ରାତି ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିଥିଲା ।

Leave A Reply

Your email address will not be published.