ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ୯ମ ସନ୍ଧ୍ୟା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଗତକାଲି ୯ମ ସନ୍ଧ୍ୟାରେ ମହାରାଷ୍ଟ୍ର, ପଞ୍ଜାବ ଓ ଝାଡ଼ଖଣ୍ଡର କଳାକାରମାନେ ଆକର୍ଷଣୀୟ ନୃତ୍ୟ ପରିବେଷଣ କରିଥିଲେ । ଜନତା ମଇଦାନରେ ଆୟୋଜିତ ଏହି ଜାତୀୟସ୍ତରର ହସ୍ତଶିଳ୍ପ ମେଳା ଚଳିତ ମାସ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.