pakka

ପେଲେସ ନିକଟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂର୍ଘଷ : ଜଣେ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୁଇ ଗୋଷ୍ଠୀ ମଧ୍ୟରେ ସଂର୍ଘଷ । ସଂର୍ଘଷରେ ଜଣେ ଗୁରୁତର ଆହତ । ସ୍ଥାନୀୟ ଶୈଳେଶ୍ରୀ ପେଲେସ ନିକଟରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂର୍ଘଷ ଘଟି ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ଜଣଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବଲାଙ୍ଗିର ମେଡିକାଲକୁ ନେଉଥିବା ଜଣାପଡିଛି । ତେବେ କେଉଁ କାରଣରୁ ୨ ଗୋଷ୍ଠୀ ମଧ୍ୟରେ ସଂର୍ଘଷ ହେଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ ।

Leave A Reply

Your email address will not be published.

17 + 5 =