ସୁଖାସୋଢ଼ାରୁ ପବିତ୍ର ଜଳ ସଂଗ୍ରହ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ତଥା ଆସନ୍ତା ଗାନ୍ଧୀ ଜୟନ୍ତୀ ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରୁ ପବିତ୍ର ମାଟି ଜଳ ସଂଗ୍ରହ କରାଯାଉଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମହାନଦୀର ପ୍ରବେଶ ସ୍ଥଳ ସୁଖାସୋଢ଼ାରୁ ପବିତ୍ର ଜଳ ସଂଗ୍ରହ କରିଛନ୍ତି ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!