om academy

ସଂଗ୍ରାମ ଜେନାଙ୍କ ଦେହାନ୍ତ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ସଂଗ୍ରାମ ଜେନାଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ସେ କରୋନାରେ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସାରତ ଥିଲେ । କଂଗ୍ରେସ ନେତା ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କ ଦେହାନ୍ତ ଖବର ପାଇ କଂଗ୍ରେସ ବିଧାୟକ ସୁର ରାଉତରାୟ କାନ୍ଦି ପକାଇ ଥିଲେ । ସେ ଜଣେ ଆଗ ଧାଡିର ଯୁବ ନେତା ଥିଲେ । ଗରିବ ଲୋକ ଓ ରୋଗୀଙ୍କୁ ସହାୟତା କରୁଥିଲେ । ଭଗବାନ ତାଙ୍କୁ ଆଗୁଆ ନେଇଗଲେ ବୋଲି ସୁର କହିଛନ୍ତି ।

Leave A Reply

Your email address will not be published.