ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ ଆମକୋ ସିମକୋ ସହିଦ ସ୍ମୃତିପୀଠରୁ ମାଟି ସଂଗୃହୀତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ଅମୃତ ମହୋତ୍ସବ ଏବଂ ଗାନ୍ଧୀଜୟନ୍ତୀ ଉପଲକ୍ଷେ ସ୍ୱାଧୀନତା ସଂଗ୍ରାମ ସହ ଜଡିତ ଓଡ଼ିଶାର ବିଭିନ୍ନ ସ୍ଥଳରୁ ପବିତ୍ର ମାଟି ଏବଂ ନଦୀରୁ ପାଣି ସଂଗ୍ରହ କରାଯାଉଛି । ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲା ବେଦବ୍ୟାସ ପୀଠର ତ୍ରିବେଣୀ ସଙ୍ଗମରୁ ପାଣି ଏବଂ ଆମକୋ ସିମକୋ ସହିଦ ସ୍ମୃତିପୀଠରୁ ମାଟି ସଂଗୃହୀତ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.