ଭୁବନେଶ୍ୱର : ବିଜେଡିରୁ ଇସ୍ତଫା ଦେଇଛନ୍ତି ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ । ନବୀନ ନିବାସରେ ପହଞ୍ଚି ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ଦେଇଛନ୍ତି । ଜିଲ୍ଲା ସଭାପତି ପଦରୁ ତଥା ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି ପ୍ରଭାସ । ୨୦୧୪ରୁ ୨୦୧୯ ଯାଏ ବରଗଡ଼ର ସାଂସଦ ଥିଲେ ପ୍ରଭାସ । ଗତଥର ତାଙ୍କୁ ଟିକଟ ମିଳିନଥିଲା । ଏଥର ମଧ୍ୟ ସେ ସାଂସଦ ଟିକଟ ଆଶାୟୀ ଥିଲେ । କିନ୍ତୁ ଦଳ ତାଙ୍କୁ ଟିକଟ ନଦେଇ ପରିଣୀତା ମିଶ୍ରଙ୍କୁ ପ୍ରାର୍ଥୀ କରିବାକୁ ବିଜେଡି ଛାଡ଼ିଥିବା କହିଛନ୍ତି ପ୍ରଭାସ ସିଂ ।
Next Post