om academy

ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କଲେ ମୋଦୀ

jsm

ନୂଆଦିଲ୍ଲୀ : ୧୮ତମ ଲୋକସଭାର ଉଦ୍‌ଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ତୃତୀୟ ପାଳିର ପ୍ରଥମ ଅଧିବେଶନ ଆରମ୍ଭ ପୂର୍ବରୁ ସାଂସଦ ତଥା ଦେଶବାସୀଙ୍କ ପ୍ରତି ଅଭିଭାଷଣ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ କହିଛନ୍ତି, ‘ ବିକଶିତ ଭାରତର ଲକ୍ଷ୍ୟର ସଙ୍କଳ୍ପ ନେଇ ଆଜି ୧୮ ତମ ଲୋକସଭାର ପ୍ରାରମ୍ଭ ହେଉଛି । ଚଳିତ ନିର୍ବାଚନ ବିଶ୍ୱର ସବୁଠୁ ବଡ଼ ନିର୍ବାଚନ, ସାନଦାର ଭାବେ ଗୌରବମୟ ଭାବେ ସମ୍ପନ୍ନ ହୋଇଛି । ଏହା ୧୪୦ କୋଟି ଦେଶବାସୀଙ୍କ ପାଇଁ ଗର୍ବର କଥା । ଏଥିରେ ୬୫ କୋଟିରୁ ଅଧିକ ଭୋଟର ଭାଗ ନେଇଛନ୍ତି

Leave A Reply

Your email address will not be published.