ଝାରଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ସଂଜୟ କୁମାର ମିଶ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ମାଟିର ସନ୍ତାନ ଜଷ୍ଟିସ ସଂଜୟ କୁମାର ମିଶ୍ର ଝାରଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟ ବିଚାରପତିଙ୍କ ନିକଟକୁ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ସହ ଶୁଭକାମନାର ସୁଅ ଛୁଟୁଛି ।

Leave A Reply

Your email address will not be published.