pakka

ସଦ୍‌ଭାବନା ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଶପଥ ପାଠ କାର୍ଯ୍ୟକ୍ରମ

bbehera

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଦ୍‌ଭାବନା ଦିବସ ଅବସରରେ ଆଜି ଏକ ଶପଥ ପାଠ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଅଛି । ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶପଥ ପାଠ କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲାଗୁରୀ ସଦ୍‌ଭାବନା ଦିବସର ଶପଥ ପାଠ କରାଇଥିଲେ । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ରୀନା ନାୟକ, ଡେପୁଟି କଲେକ୍ଟର ଦିବାକର ବାଗ, ଇପ୍ସିତା ପାତ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

5 × five =

error: Content is protected !!