oum

ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ସଚେତନତା ଦେଲେ ବିଧାୟକ ଶ୍ରୀକାନ୍ତ ସାହୁ

jsm

ବ୍ରହ୍ମପୁର, ( କେ.ସତ୍ୟନାରାୟଣ ରେଡ୍ଡୀ ) : ପୋଲସରା ବ୍ଲକ୍ ଅନ୍ତର୍ଗତ ମଥୁରା ଗ୍ରାମର କଲ୍ୟାଣମଣ୍ଡପ ଠାରେ ସରକାରୀ ଯୋଜନାର ସଫଳ ରୂପାୟନ ପାଇଁ ରବିବାର ଦିନ ସକାଳେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଉପସ୍ଥିତ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନ ନିମନ୍ତେ ବୁଝାଇଥିଲେ ।
ଏହି କାର୍ଯ୍ୟକ୍ରମରେ ଜନ ପ୍ରତିନିଧି,ସରକାରୀ କର୍ମଚାରୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.