ଆର.ଜେ.ଏଜୁକେଶନାଲ ଇନଷ୍ଟିଚ୍ୟୁଟରେ ସରସ୍ୱତୀ ପୂଜା ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ତୁମୁଡ଼ିବନ୍ଧ ଠାରେ ଥିବା ଆର.ଜେ.ଏଜୁକେସନାଲ ଇନଷ୍ଟିଚ୍ୟୁଟରେ ବିଦ୍ୟାଦାତ୍ରୀ ମା’ ସରସ୍ଵତୀ ଦେବୀଙ୍କ ପୂଜାର୍ଚନା ଉତ୍ସବ ଅନୁଷ୍ଠାନର ସଭାପତି ଅଭିଜିତ ମିଶ୍ରଙ୍କ ନେତୃତ୍ୱରେ କୋରନା କଟକଣା ମଧ୍ୟରେ ସମ୍ପନ୍ନ ହୋଇଯାଇଛି । ଏହି ପୂଜାର୍ଚନାରେ ଅନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.