pakka

ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଖଲ୍ଲିକୋଟ୍‌ର ସ୍ୱର୍ଗତ ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଶତାଧିକ ସମର୍ଥକ

bbehera

ଭୁବନେଶ୍ୱର : ଗଂଜାମ ଜିଲ୍ଲା ଖଲ୍ଲିକୋଟ୍‌ର ସ୍ୱର୍ଗତ ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ସମର୍ଥକମାନେ ଗୁରୁବାର ଦିନ ବିଜେପିରେ ସାମିଲ ହୋଇଛନ୍ତି । ସୁଜ୍ଞାନୀଙ୍କ ସମର୍ଥକମାନେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି । ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ, ଆସ୍କା ସାଂସଦ ପ୍ରାର୍ଥୀ ଅନିତା ଶୁଭଦର୍ଶିନୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେମାନେ ସାମିଲ ହୋଇଛନ୍ତି ।

jay balangir
Leave A Reply

Your email address will not be published.

2 − 1 =

error: Content is protected !!