ଶିକ୍ଷାନୁଷ୍ଠାନ ଖୋଲାଯିବା ନିମନ୍ତେ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାନୁଷ୍ଠାନ ଖୋଲାଯିବା ନିମନ୍ତେ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡିଛି । ସମସ୍ତ ବିଦ୍ୟାଳୟରରେ ଶତପ୍ରତିଶତ ଶିକ୍ଷକ ଏବଂ କର୍ମଚାରୀଙ୍କୁ କୋଭିଡ୍‌ର ୨ୟ ଡୋଜ୍ ଟୀକା ପ୍ରଦାନ କରାଯାଇଥିବା ବେଳେ ବିଦ୍ୟାଳୟରେ ପଢୁଥିବା ୧୫ରୁ ୧୮ ବର୍ଷ ପିଲାଙ୍କ ମଧ୍ୟରୁ ୫୫ ପ୍ରତିଶତଙ୍କୁ ଟୀକା ଦିଆଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.