ସତର୍କତା ହିିଁ ସୁରକ୍ଷାର କବଚ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ଅଧିକ ସତର୍କତା ଅବଲମ୍ବନ କରନ୍ତୁ । ନିଜର ତଥା ନିଜ ପରିବାରର ସ୍ୱାସ୍ଥ୍ୟର ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଅଯଥା ଭିଡ, ଜନଗହଳିପୂର୍ଣ୍ଣ ସ୍ଥାନ ଠାରୁ ଦୂରେଇ ରୁହନ୍ତୁ । ମାସ୍କ ସଠିକ ଭାବରେ ପିନ୍ଧନ୍ତୁ । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

four × five =