csstore

ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀମାନଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଦିବ୍ୟ ଜୀବନ ସଂଘ ପକ୍ଷରୁ ସାପ୍ତାହିକ ସତସଙ୍ଗ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାଲେଶ୍ୱର ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀମାନଙ୍କ ଆତ୍ମାର ସଦ୍‌ଗତି ତଥା ଆହତ ଯାତ୍ରୀମାନଙ୍କ ଆଶୁ ଆରୋଗ୍ୟ କାମନା କରି ଦିବ୍ୟ ଜୀବନ ସଂଘ ପକ୍ଷରୁ ସାପ୍ତାହିକ ସତସଙ୍ଗ କାର୍ଯ୍ୟକ୍ରମ ଉତ୍ସର୍ଗୀକୃତ ହେବା ସହ ଏକ ମାଳା ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପଦେଷ୍ଟା ପ୍ରଫେସର ମଧୁୁସୂୂଦନ ପତିଙ୍କ ସହ ଅନେକ ସଦସ୍ୟ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.