csstore

ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଆର୍ଯ୍ୟକନ୍ୟା ଗୁରୁକୂଳ ହାଇସ୍କୁଲଠାରେ ୫ଟି ଯୋଜନାରେ ସ୍କୁଲ ରୂପାନ୍ତରିକରଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ତନରଡା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୂଳ ହାଇସ୍କୁଲଠାରେ ୫ଟି ଯୋଜନାରେ ସ୍କୁଲ ରୂପାନ୍ତରିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବର୍ଣ୍ଣାଢ଼୍ୟ ସାମାରୋହର ସଭାମଞ୍ଚରେ ମନ୍ତ୍ରୀ ଉଷା ଦେବୀ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଛତ୍ରପୁର ବିଧାୟକ ସୁବାଷ ବେହେରା ଏବଂ ଖଲ୍ଲିକୋଟ ବିଧାୟିକା, ସୂର୍ଯ୍ୟମଣି ବୈଦ୍ୟ ପ୍ରମୁଖ ମଞ୍ଚାସୀନ ଥାଇ ଶୋଭାମଣ୍ଡନ କରି ମୁଖ୍ୟମନ୍ତ୍ରୀଙ୍କ ଏହି ଆଭାସୀ କାର୍ଯ୍ୟକ୍ରମକୁ ଲୋକାଭିମୁଖୀ କରାଇଥିଲେ ।

jayashree
Leave A Reply

Your email address will not be published.