ଏପ୍ରିଲ୍ ୨ରୁ ସକାଳୁଆ ସ୍କୁଲ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ୍ ୨ରୁ ସକାଳୁଆ ସ୍କୁଲ୍ ଖୋଲାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ପ୍ରଥମରୁ ୮ମ ଶ୍ରେଣୀ ପିଲାଙ୍କ ପାଠପଢା ସକାଳ ୬.୩୦ରୁ ୧୦ଟା ପର୍ଯ୍ୟନ୍ତ ଏବଂ ୯ମ ଓ ୧୦ମ ଶ୍ରେଣୀ ପିଲାଙ୍କ ପାଠପଢା ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.