ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ୫ ଦିନ ପାଇଁ ଛୁଟି ରହିବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜ୍ୟର ସମସ୍ତ ସ୍କୁଲ ଆସନ୍ତାକାଲି ଠାରୁ ଛୁଟି ରହିବ । ମଙ୍ଗଳବାରଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ। ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରଖିବାକୁ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି ।

Leave A Reply

Your email address will not be published.