oom

ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିବା ବେଳେ ବର୍ତ୍ତମାନର କୋଭିଡ ସ୍ଥିତିରେ ଛାତ୍ର ତଥା ଅବିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ଆସନ୍ତା ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି ।

jittmm
Leave A Reply

Your email address will not be published.