ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ ୧୪ ନୁହେଁ ୨୮ ତାରିଖରୁ ସ୍କୁଲ ଆସିବେ : ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ ୧୪ ନୁହେଁ ୨୮ ତାରିଖରୁ ସ୍କୁଲ ଆସିବେ । ୧୪ ତାରିଖରେ ସ୍କୁଲ ଖୋଲିବ ଏବଂ କେବଳ ଶିକ୍ଷକ, ଶିକ୍ଷୟିତ୍ରୀ ସ୍କୁଲ ଆସିବେ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ । ତେବେ ପୂର୍ବରୁ ରାଜ୍ୟରେ ଆସନ୍ତା ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ ।

Leave A Reply

Your email address will not be published.

error: Content is protected !!