csstore

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ଆନୁକୁଲ୍ୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର, ବୃକ୍ଷରୋପଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି । ଆଜି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ମହାବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଅଛି । ଦୀର୍ଘ ୭ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ଅଧିକାରୀ ଡିଲେଶ୍ୱର ନିଆଲ, ଅଧ୍ୟାପକ ଆଲୋକ କୁମାର ରଥ, ନଟବର ବେହେରା, ସୀତାରାମ ପାଣିଗ୍ରାହୀ, ଲୋକନାଥ ମେହେର, ଗିରୀଶ ଚନ୍ଦ୍ର ଧୂବଲ, ଭାସ୍କର ମେହେର, ଦମୟନ୍ତୀ ମେହେର, ଜୟନ୍ତୀ ଖୁଣ୍ଟିଆ, ରଞ୍ଜିତ କୁମାର ସଗ୍ରିଆ, ରାମକୃଷ୍ଣ ବାଗ, ଆଲୋକ ମୁଣ୍ଡ, ଭୂଷଣ ଚନ୍ଦ୍ର ମେହେର, ଜୟପ୍ରକାଶ ମେହେର, ଜୟପ୍ରକାଶ ସାହୁ, କ୍ଷୀରସିନ୍ଧୁ ରଣା, ତୁଲସୀ ବାଗ, ଦେବରାଜ ମେହେର, ସୁନୀଲ ହାତୀ, ବନୀତା ସାହୁ, ରୋହିଣୀ ପ୍ରଧାନୀ, ମଧୂମିତା ମେହେର ତଥା ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.