ପରିତ୍ୟକ୍ତ ଢାବାରୁ ଗଳିତ ଶବ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ଛକ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ନିହ୍ନୁଆଁ ଛକ ନିକଟରେ ଥିବା ଏକ ପରିତ୍ୟକ୍ତ ଢାଵାରୁ ଗଳିତ ଶବ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ସପ୍ତାହେ ପୂର୍ବରୁ ବ୍ୟକ୍ତି ଜଣଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.