om academy

ସାଂସଦ ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ୍‌

jsm

ନୂଆଦିଲ୍ଲୀ : ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି । ଅନ୍ୟପଟେ ସୁନ୍ଦରଗଡ଼ରୁ ପୁନର୍ବାର ସାଂସଦ ହୋଇଥିବା ତଥା ବର୍ତ୍ତମାନର କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ୍‌ ମଧ୍ୟ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ସାଂସଦ ମାନେ ଶପଥ ଗ୍ରହଣ କରୁଛନ୍ତି ।

Leave A Reply

Your email address will not be published.