centurian jitm

ଡୁଡୁକାସିରା ଗ୍ରାମ ପଥପ୍ରାନ୍ତ ଜଙ୍ଗଲରେ ସନ୍ଦିଗ୍ଧ ଅବସ୍ଥାରେ ପଡ଼ିଛି ଅଜଣା ଯୁବକଙ୍କ ମୃତ ଶରୀର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଡୁଡୁକାସିରା ଗ୍ରାମ ପଥପ୍ରାନ୍ତ ଜଙ୍ଗଲରେ ସନ୍ଦିଗ୍ଧ ଅବସ୍ଥାରେ ପଡ଼ିଛି ଜଣେ ଅଜଣା ଯୁବକଙ୍କ ମୃତଦେହ । ଘଟଣାସ୍ଥଳରେ ବଲାଙ୍ଗିର ସଦର ପୋଲିସ ସାଇଣ୍ଟିଫିକ୍ ଟିମ୍ ସହ ପହଞ୍ଚି ତନ୍ନ ତନ୍ନ କରି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ ।

Leave A Reply

Your email address will not be published.