ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବର ଅନୁଷ୍ଠିତ

ଟିଟିଲାଗଡ, (କେପିଏନ୍‌ଏସ୍‌) : ଆଜି ଟିଟିଲାଗଡ ଉପଜିଳ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବର ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ୭୩ଟି ମାମଲାର ଶୁଣାଣି କରାଯାଇଛି । ଏହି ଶିବରରେ ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା, ଏସ୍‌ପି ନୀତିନ କୁଶଲକର, ଟିଟିଲାଗଡ ତହସିଲଦାରଙ୍କ ସହ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

eighteen − fifteen =