csstore

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକସଭା

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା କଂଗ୍ରେସ ଭବନରେଠାରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ଦଳ ବରିଷ୍ଠ ନେତା ସୁରେନ୍ଦ୍ର ସିଂ ଭୋଇଙ୍କ ସଭାପତିତ୍ୱରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା ମଧ୍ୟ କରା ଯାଇଥିଲା। ତେବେ ସ୍ଵାଗର୍ତ ମୁଖାର୍ଜୀଙ୍କ ବିୟୋଗରେ ସଇଁନ୍ତଲା କଂଗ୍ରେସ ଦଳ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ଏଥିରେ ପୂର୍ବତନ ଜିଲ୍ଲା ପରିଷଦ ଗୁଣ ସାଗର ମାଝୀ, ବେଲଗାଁ ସମିତି ସଭ୍ୟ ଦୀପକ ଅଗ୍ରୱାଲ, ସୁବ୍ରତ ପଟନାୟକ, ରଜତ ପଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

jayashree
Leave A Reply

Your email address will not be published.