ls

ସପ୍ତାହନ୍ତ ସଟଡାଉନ୍‌ ବଳବତ୍ତର ରହିଛି

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ମୁକାବିଲା ପାଇଁ ରାଜ୍ୟରେ ଜାରି ହୋଇଥିବା ଶନିବାର ଓ ରବିବାର ସପ୍ତାହାନ୍ତ ସଟ୍‌ଡାଉନ୍ ବଳବତ୍ତର ରହିଛି । କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ କରନ୍ତୁ । ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

pc pk
Leave A Reply

Your email address will not be published.