ସ୍ବାଧୀନତା ସଂଗ୍ରାମୀ ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ବାଧୀନତା ସଂଗ୍ରାମୀ ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳନ ଅବସରରେ ଆଜି ପୂର୍ବାହ୍ନରେ ୟୁନିଟ୍-୯ ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଓ ରଘୁ-ଦିବାକର କମିଟି ସଦସ୍ୟ ତଥା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.