oom

ବାଲୁକା କଳା ମାଧ୍ୟମରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

jsmm

ପୁରୀ : ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ବାଲୁକା କଳା ନିର୍ମାଣ କରିବା ସହ ଦେଶର ସ୍ୱାଧୀନତାରେ ତାଙ୍କର ଅବଦାନକୁ ମନେ ପକାଇ ବାଲୁକା କଳା ମାଧ୍ୟମରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

jittmm
Leave A Reply

Your email address will not be published.