ପ୍ରଫୁଲ୍ଲ ନାୟକଙ୍କ ୨୨ତମ ଶ୍ରାଦ୍ଧ ଦିବସରେ ଗଭୀର ଶ୍ରଦ୍ଧାଞ୍ଜଳି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବତନ ଛତ୍ରପୁର ବ୍ଲକ୍ ଚେୟାରମେନ ପ୍ରଫୁଲ୍ଲ ଚନ୍ଦ୍ର ନାୟକଙ୍କ ୨୨ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବହୁ ବରିଷ୍ଠ ନାଗରିକ, ଗଣ୍ୟମାନ୍ୟ ବ୍ୟକ୍ତି ପ୍ରମୁଖଙ୍କ ତରଫରୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଛତ୍ରପୁରର ବରିଷ୍ଠ କଂଗ୍ରେସ ନେତା ଭାଗିରଥି ବେହେରା ଗୋବିନ୍ଦପୁର ହାଇସ୍କୁଲରେ ପହଞ୍ଚି ପ୍ରଫୁଲ୍ଲ ଚନ୍ଦ୍ର ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଦେଇ ସ୍ମୃତିଚାରଣ କରିଥିଲେ ।

Leave A Reply

Your email address will not be published.