ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ବିପ୍ଲବୀ ବୀର ଚକରା ବିଷୋୟୀଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ବିପ୍ଲବୀ ବୀର ଚକରା ବିଷୋୟୀଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ । ଜନ୍ମମାଟିର ସୁରକ୍ଷା ପାଇଁ ଚକରା ବିଷୋୟୀଙ୍କ ତ୍ୟାଗ, ଦେଶଭକ୍ତି, ସଂଘର୍ଷ, ବଳିଦାନ ଓ ବୀରତ୍ବର ଗାଥା ଓଡ଼ିଶାର ସ୍ବାଧୀନତା ସଂଗ୍ରାମ ଇତିହାସରେ ଏକ ଗୌରବମୟ ଅଧ୍ୟାୟ ବୋଲି କୁହାଯାଇଛି ।

Leave A Reply

Your email address will not be published.