pakka

ମହାନ ବିପ୍ଳବୀ ଚକରା ବିଷୋୟୀଙ୍କୁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମହାନ ବିପ୍ଳବୀ ଚକରା ବିଷୋୟୀଙ୍କ ୧୯୯ତମ ଜୟନ୍ତୀ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ବିଭାଗୀୟ ସମ୍ମିଳନୀ କକ୍ଷରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । କୋଭିଡ୍-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ି ଚାଲିଥିବାରୁ କୋଭିଡ୍ ମାର୍ଗଦର୍ଶିକାର ଅନୁପାଳନ ସହ ଚକରା ବିଷୋୟୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ତଥା ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା ।

Leave A Reply

Your email address will not be published.

2 × 5 =