ସ୍ୱର ସାମ୍ରାଜ୍ଞୀ ଲାତାଜୀଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇଲା ସିଏନ୍‌ସି ଶିକ୍ଷାନୁଷ୍ଠାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱର ସାମ୍ରାଜ୍ଞୀ ଲାତା ମଙ୍ଗେଶ୍‌କରଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇଛି ବଲାଙ୍ଗିରର ଅଗ୍ରଣୀ ବାଣିଜ୍ୟ ମହାବିଦ୍ୟାଳୟ ସିଏନ୍‌ସି । ସଂଗୀତ ରାଣୀ ଲତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ ପାଇଁ ଏକ ଶ୍ରଦ୍ଧାଞ୍ଜଳି ସଭା କଲେଜ କ୍ୟାମ୍ପସରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା, ନିଦ୍ଦେଶକ ତଥା ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

two × 2 =