ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଦେଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ବିଜେଡି ଶିବିରରେ ପାଳନ କରାଯାଉଥିବା ଦେଖାଯାଉଛି । ତେବେ ‘ଟଲ ମ୍ୟାନ’ଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଳୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ତିଆରି କରିଥିବା ଦେଖିବାକୁ ମିଳିଛି ।

Leave A Reply

Your email address will not be published.