oum

ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

jsm

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ବିକାଶର ବିସ୍ତୃତ ନକ୍ସା ଆଙ୍କିଥିଲେ ଏବଂ ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ।

Leave A Reply

Your email address will not be published.