ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ଉପଲକ୍ଷେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ଉପଲକ୍ଷେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ଆଜି ଡକ୍ଟର ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଜୟଦେବ ଭବନରେ ସନ୍ଧ୍ୟା ୬ଟାରେ ଏକ ସାଧାରଣ ସଭା ଏବଂ ଜନଜାତି ନୃତ୍ୟ ଓ ସଙ୍ଗୀତ ପରିବେଷଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

error: Content is protected !!