
ନୂଆଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ

- ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂହ ଜୀ, ଅର୍ଥ ଏବଂ ସାର୍ବଜନୀନ ନୀତି ବିଷୟରେ ଅଗାଧ ଜ୍ଞାନ ପାଇଁ ସର୍ବଦା ସ୍ମରଣୀୟ ରହିବେ
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
‘ଏକ୍ସ’ରେ ତାଙ୍କ ପୋଷ୍ଟରେ ଅମିତ ଶାହ କହିଛନ୍ତି, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂହ ଜୀ, ଅର୍ଥ ଏବଂ ସାର୍ବଜନୀନ ନୀତି ବିଷୟରେ ତାଙ୍କର ଅଗାଧ ଜ୍ଞାନ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ ।