pakka

ବିପ୍ଲବୀ ଧରଣୀଧର ନାଏକଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ

kalikesh

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ସ୍ୱଧୀନତା ସଂଗ୍ରାମୀ ବିପ୍ଲବୀ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ ଆଜି ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ଧରଣୀଧରଙ୍କ ଭୁବନେଶ୍ଵର ଇଏସ୍ଆଇ ହସ୍‌ପିଟାଲ ନିକଟରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

pp
Leave A Reply

Your email address will not be published.

18 − 3 =