ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି)ର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ରଙ୍କ କରୋନା ପଜିଟିଭ୍‌‌ ବାହାରିଥିବା ସେ ନିଜେ ସୋସିଆଲ ମିଡ଼ିଆରେ ଜଣାଇଛନ୍ତି । ତେବେ ସେ ଜଗନ୍ନାଥଙ୍କ କରୁଣାରୁ ସୁସ୍ଥ ଅଛନ୍ତି ବୋଲି କହିଛନ୍ତି ।

Leave A Reply

Your email address will not be published.