ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ ଆଜି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଦୀର୍ଘାୟୁ କାମନା କରିବା ସହ ତାଙ୍କ ସୁସ୍ଥ ଓ ନିରାମୟ ଜୀବନ ପାଇଁ ଜଗନ୍ନାଥଙ୍କ ଠାରେ ପ୍ରାର୍ଥନା କରିଛ‌ନ୍ତି ।

Leave A Reply

Your email address will not be published.