ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତ ଶୂନ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତ ଶୂନ୍ୟ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ଜିଲ୍ଲାରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୧୨ । ତେବେ ଜିଲ୍ଲାରେ ସମୁଦାୟ ୮୮୧୨ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୭୫୯ ଜଣ ସୁସ୍ଥ ହୋଇ ସାରିଛନ୍ତି ।

Leave A Reply

Your email address will not be published.